Skip to content
Scan a barcode
Scan
Paperback Baibhaba Manobigyana (Positive Psychology) [Oriya] Book

ISBN: 1645601374

ISBN13: 9781645601371

Baibhaba Manobigyana (Positive Psychology) (Oriya Edition)

ବୈଭବ ମନୋବିଜ୍ଞାନର ପରିକଳ୍ପନା କେବଳ ଏକ ସାରସ୍ୱତ ଅଭୀପ୍]ସା ନୁହେଁ, ଏହା ଏକ ସଚେତନଶୀଳ ଦାୟିତ୍ୱବୋଧର ପରିପ୍ରକାଶ । ଆମର ସମସ୍ତ ଆର୍ଥିକ ପ୍ରଗତି ସତ୍ତ୍ୱେ ବ୍ୟକ୍ତିଗତ ଜୀବନ ଯେପରି ବିଷାଦଗ୍ରସ୍ତ ହୋଇଉଠୁଛି ଏବଂ ସମଷ୍ଟିଗତ ଜୀବନ ଯେପରି ବେଦନାକ୍ଳିଷ୍ଟ ହୋଇଉଠୁଛି, ସେ ପରିପ୍ରେକ୍ଷୀରେ ବିଷବୟଳରୁ ମୁକ୍ତ ହେବାର ଇଚ୍ଛା ଏକ ସ୍ୱାଭାବିକ ପ୍ରକ୍ରିୟା । ସୌଭାଗ୍ୟବଶତଃ ମନୋବିଜ୍ଞାନ ଓ ସମାଜବିଜ୍ଞାନର ଅଧ୍ୟୟନ ଓ ଗବେଷଣା ରାଜ୍ୟରେ ମଧ୍ୟ ଏ ପ୍ରକାର ମାନସିକତା ପ୍ରତିଧ୍ୱନିତ ।

ପୁସ୍ତକଟି ଅନୁସନ୍ଧିତ୍ସୁ ସମସ୍ତ ପାଠକପାଠିକା ପାଇଁ ଉଦ୍ଦିଷ୍ଟ । ତଥାପି ପ୍ରଚଳିତ ପାଠ୍ୟକ୍ରମକୁ ପୁରୋଭାଗରେ ରଖି କେତେକ ସ୍ୱତନ୍ତ୍ର ସତର୍କତା ଅବଲମ୍ବନ କରାଯାଇଛି । ଭାବ ଓ ଭାଷା ମଧ୍ୟରେ ସମନ୍ୱୟ ରକ୍ଷା କରିଯିବାର ପ୍ରଯତ୍ନ ହୋଇଛି । ଓଡ଼ିଆ ଭାଷା ଆଧୁନିକ ଭାବଧାରାର ବାହକ ହୋଇପାରେ, ଲେଖକ ଏପରି ବିଶ୍ୱାସର ଏକାନ୍ତ ଅନୁଗତ । ସୁତରାଂ ସାରସ୍ୱତ ସୌନ୍ଦର୍ଯ୍ୟ ପ୍ରତି ସମ୍ମାନ ରକ୍ଷା କରାଯାଇ ପୁସ୍ତକଟି ରଚନା କରାଯାଇଛି । ପ୍ରତ୍ୟେକ ଛାତ୍ରଛାତ୍ରୀ ଏବଂ ଶ୍ରଦ୍ଧାଶୀଳ ପାଠକପାଠିକା ଉପକୃତ ହେଲେ ପରବର୍ତ୍ତୀ ଯୋଜନା ଅଧିକ ତ୍ୱରାନ୍ୱିତ ହେବ ।

Recommended

Format: Paperback

Condition: New

$20.01
50 Available
Ships within 2-3 days

Related Subjects

Psychology

Customer Reviews

0 rating
Copyright © 2025 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured