Skip to content
Scan a barcode
Scan
Paperback Kaala O Kalara Shilpee Surendra [Oriya] Book

ISBN: 1645603571

ISBN13: 9781645603573

Kaala O Kalara Shilpee Surendra

କାଳ, କଳା ପରସ୍ପର ସମ୍ବନ୍ଧିତ । କାଳରେ କଳାର ସୃଷ୍ଟି, ସମୟକ୍ରମେ ହୋଇଯାଏ କାଳଜୟୀ । କଳାକାରଟି ଅମର ରହେ କାଳ କାଳକୁ । ସେଇଭଳି ଜଣେ ଯଶସ୍ୱୀ ସ୍ରଷ୍ଟା ସୁରେନ୍ଦ୍ର ମହାନ୍ତି । ଯାତ୍ରା ତାଙ୍କର ଜୀବନ, ପଥ ତାଙ୍କର ପୃଥିବୀ । ନିରନ୍ତର ଅଗ୍ରଗତି, ନାହିଁ କ୍ଳାନ୍ତି, ଅବସାଦ । ଜୀବନରେ କେତେ କେତେ ଉତ୍]ଥାନ ପତନ । ନାନାଦି ବିଘ୍ନ ପ୍ରତିବନ୍ଧକ, ଆର୍ଥିକ ଅନଟନ । ଦୁର୍ବିସହ ଜୀବନ । ଥକି ପଡ଼ିନାହାନ୍ତି ସୁରେନ୍ଦ୍ର । ସଂଘର୍ଷରୁ ତାଙ୍କର ସାଧନା । ସାରସ୍ୱତ ତପସ୍ୟାରୁ ସିଦ୍ଧି । ପାଲଟିଛନ୍ତି ଜଣେ ପ୍ରଥିତଯଶା ସାହିତ୍ୟିକ । ସାମ୍ବାଦିକତା, ରାଜନୀତିରେ ତାଙ୍କର ଅମାପ ଖ୍ୟାତି । ଜୀବନ ଯନ୍ତ୍ରଣା ମଧ୍ୟରେ ସେ ଖୋଜିଛନ୍ତି ଦରଦୀ ମଣିଷଙ୍କୁ । ବୁଝିଛନ୍ତି ତାଙ୍କ ସୁଖ, ଦୁଃଖ, ହସ, କାନ୍ଦ, ଶୋଷଣ, ପେଷଣର ବ୍ୟଥା ବେଦନାକୁ । ସେଇମାନଙ୍କ ମୁହଁରେ ହସ ଫୁଟେଇବାର ପ୍ରୟାସ । ଏଥିରେ ସଫଳ ହୋଇଛନ୍ତି । ତାଙ୍କର ସାରସ୍ୱତ ସୃଷ୍ଟି ହୋଇଯାଇଛି ରସୋତ୍ତୀର୍ଣ୍ଣ । ରାଜନୀତି କ୍ଷେତ୍ରରେ ତାଙ୍କର ଏକ ନିଆରା ବିଚାର । ସତ୍ତାରେ ନାହିଁ ଆସ୍ଥା । ଆପଣା ଢଙ୍ଗରେ ନିର୍ବାଚନ ଲଢ଼ିଛନ୍ତି । କେବେ ଜିତାପଟ, କେବେ ନିର୍ବାଚନରେ ହାର୍ । ଗୋଟେପଟେ ଜନତା ଜନାର୍ଦ୍ଦନଙ୍କ ସେବା, ଆରପଟେ ସାମ୍ବାଦିକତାର ଖଡ଼ିପାଠ । ଗୋଟେ କଥାରେ କହିଲେ ସୁରେନ୍ଦ୍ର ଜଣେ ଲବ୍ଧପ୍ରତିଷ୍ଠ ସାହିତ୍ୟିକ, ଦକ୍ଷ ରାଜନୀତିଜ୍ଞ, ନିଷ୍କଳଙ୍କ ସାମ୍ବାଦିକ । ଏଇ ତିନିଟି କ୍ଷେତ୍ରରେ ତାଙ୍କର

Recommended

Format: Paperback

Condition: New

$17.29
50 Available
Ships within 2-3 days

Customer Reviews

0 rating
Copyright © 2025 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured