Skip to content
Scan a barcode
Scan
Paperback Mamu [Oriya] Book

ISBN: 1645604993

ISBN13: 9781645604990

Mamu (Oriya Edition)

ବ୍ୟାସକବି ଫକୀରମୋହନଙ୍କ କଥା-ପ୍ରତିଭାର ମହନୀୟ ଅବଦାନ ହେଉଛି ମାମୁ ଉପନ୍ୟାସ । ଏହା ତାଙ୍କର ତୃତୀୟ ଉପନ୍ୟାସ ଭାବରେ ପରିପକ୍ୱ ପ୍ରତିଭାର ଏକ ଶ୍ରେଷ୍ଠ ନିଦର୍ଶନ । ଯେତେବେଳେ ଫକୀରମୋହନ ବାଲେଶ୍ୱରଠାରେ ବିତାଉଥିଲେ ନିଃସଙ୍ଗ ଜୀବନ ସେହି ସମୟରେ ସୃଷ୍ଟି ହୋଇଛି ମାମୁ । ୧୯୧୩ ମସିହାରେ ଯଦିଓ ଏହା ପ୍ରକାଶିତ, ତା'ର ଯଥେଷ୍ଟ ପୂର୍ବରୁ ଫକୀରମୋହନଙ୍କ ସ୍ରଷ୍ଟା ପ୍ରାଣରୁ ଏହାର ଆବିର୍ଭାବ ବୋଲି ମନେହୋଇଥାଏ । 'ଛ'ମାଣ ଆଠଗୁଣ୍ଠ' ଯଦିଓ ଯୋଜନାବଦ୍ଧ ଭାବରେ ରଚିତ ହୋଇ ନଥିଲା; ତଥାପି ତା'ର ସମ୍ବେଦନଶୀଳ ପ୍ରଭାବ ଠାରୁ ମାମୁ ଉପନ୍ୟାସ ଶ୍ରେଷ୍ଠ ବିବେଚିତ ହୋଇ ନପାରେ । ତେବେ ଯିଏ ଲେଖିଛନ୍ତି ଛ'ମାଣ ଆଠଗୁଣ୍ଠ, ତାଙ୍କରି ଦ୍ୱାରା ହିଁ ସୃଷ୍ଟି ଲାଭ କରିଥିବା ମାମୁ ଯେ, ତାଙ୍କ ଆତ୍ମିକ ସତ୍ତାଠାରୁ ଭିନ୍ନ ହୋଇ ନ ପାରେ ଏହା ଯେକୌଣସି ପାଠକ ସ୍ୱୀକାର କରିବେ ନିଶ୍ଚୟ । ଏହି ଉପନ୍ୟାସରେ ଫକୀରମୋହନଙ୍କ ଭାଷାର ପରିଶୁଦ୍ଧତା, କଥାବସ୍ତୁ ଉପସ୍ଥାପନରେ ତାଙ୍କର ପରିକଳ୍ପନା ଓ ପରିଯୋଜନା ବାସ୍ତବିକ ଏକାନ୍ତ ସୁବିନ୍ୟସ୍ତ ।

Recommended

Format: Paperback

Condition: New

$20.01
50 Available
Ships within 2-3 days

Customer Reviews

0 rating
Copyright © 2025 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured