Skip to content
Scan a barcode
Scan
Paperback Manara Bhugola [Oriya] Book

ISBN: 1645603598

ISBN13: 9781645603597

Manara Bhugola

ପୃଥିବୀର ଭୂଗୋଳ ପୂରାପୂରି ଅପରିବର୍ତ୍ତିତ ରହୁନାହିଁ । କେଉଁଠି ହ୍ରଦଟି ଶୁଖି ଯାଉଛି ତ ଅନ୍ୟ କେଉଁଠି ନଦୀଟି ଗତିପଥ ପରିବର୍ତ୍ତନ କରୁଛି । ପୁରୁଣା ପାହାଡ଼ର ସବୁଜିମା ହଜିଯିବା ଏବଂ ନୂତନ ଉପତ୍ୟକା ଜନାକୀର୍ଣ୍ଣ ହେବା ଅସମ୍ଭବ ନୁହେଁ । ସମୟକ୍ରମେ ବିଶ୍ୱର ଭୂଗୋଳ ପରିବର୍ତ୍ତିତ ହେଲେ ମଧ୍ୟ ମନୁଷ୍ୟ ମନର ଭୂଗୋଳର ପରିବର୍ତ୍ତନ ଅଧିକ ଦ୍ରୁତ ଏବଂ ଅଧିକ ବିସ୍ମୟକର । ସେଥିପାଇଁ ମଣିଷ ମନର ରହସ୍ୟକୁ ବୁଝିବା ପାଇଁ ମନୋବିଜ୍ଞାନୀ ଓ ସମାଜବିଜ୍ଞାନୀ ଅଧିକ ଆହ୍ୱାନର ସମ୍ମୁଖୀନ ହୋଇଛନ୍ତି ।

ସୌଭାଗ୍ୟର ବିଷୟ ଯେ ମଣିଷର ବୌଦ୍ଧିକ ପ୍ରଗତି ଓ ସର୍ଜନଶୀଳତାର ବ୍ୟାପ୍ତି ଫଳରେ ମନର ନକ୍]ସାଟିକୁ ପରିକଳ୍ପନା କରିବା ଏବଂ ସମ୍ଭାବ୍ୟ ପରିବର୍ତ୍ତନର ପୂର୍ବାନୁମାନ କରିବା ସମ୍ଭବ ହୋଇଛି । ବିଶେଷତଃ ବିକଶିତ ଜୀବନଶୈଳୀ ପାଇଁ କେଉଁଟି ଉପଯୋଗୀ ଏବଂ କେଉଁଟି ଅନୁପଯୋଗୀ, ତାହାର ଜ୍ଞାନ ସମ୍ଭାର ଉପସ୍ଥାପନ କରିଛନ୍ତି । ଆଧୁନିକ ଯୁଗରେ ସ୍ନାୟୁବିଜ୍ଞାନର ଅଭୂତପୂର୍ବ ଉନ୍ନତି ଓ ଲକ୍ଷ୍ୟ ପୂରଣରେ ଅଧିକ ସହାୟକ ହୋଇଛି । ସଦ୍ୟ ସମର୍?ଥତ ତଥ୍ୟରାଜିକୁ ଆଧାର କରି \"ମନର ଭୂଗୋଳ' ପୁସ୍ତକର ପରିକଳ୍ପନା ।ଚିତ ।

Recommended

Format: Paperback

Condition: New

$18.20
50 Available
Ships within 2-3 days

Customer Reviews

0 rating
Copyright © 2025 Thriftbooks.com Terms of Use | Privacy Policy | Do Not Sell/Share My Personal Information | Cookie Policy | Cookie Preferences | Accessibility Statement
ThriftBooks ® and the ThriftBooks ® logo are registered trademarks of Thrift Books Global, LLC
GoDaddy Verified and Secured